ଯାଜପୁର : ରସୁଲପୁର ବ୍ଲକ ରାଉତରାପୁର ପଞ୍ଚାୟତ କୁଣ୍ଡପଟଣା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୦ବଖରାରୁ ଅଧିକ ଘର । ଗ୍ୟାସ ଟାଙ୍କି ଫାଟିବାରୁ ଏହି ନିଆଁ ଲାଗିଥିବା ସୂଚନା ମିଳିଛି ।
ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ବଖରା ଘର - Kundapatna village fire
ଯାଜପୁର ଜିଲ୍ଲା ରସୁଲପୁର ବ୍ଲକ ରାଉତରାପୁର ପଞ୍ଚାୟତ କୁଣ୍ଡପଟଣା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ । ଜଳିଗଲା ୧୦ବଖରାରୁ ଅଧିକ ଘର । ଗ୍ୟାସ ଟାଙ୍କି ଫାଟିବାରୁ ଏହି ନିଆଁ ଲାଗିଥିବା ସୂଚନା । ଅଧିକ ପଢନ୍ତୁ...
ରାଉତରାପୁର ପଞ୍ଚାୟତ କୁଣ୍ଡପଟଣା ଗ୍ରାମରେ ଭୟାବହ ଅଗ୍ନିକାଣ୍ଡ
ଖବର ପାଇ ଚଣ୍ଡିଖୋଲ ଓ କୁଆଖିଆ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛନ୍ତି । ତେବେ କେତେ ପରିମାଣର କ୍ଷୟକ୍ଷତି ହୋଇଛି ତାହା ଆକଳନ ପରେ ଜଣାପଡିବ ବୋଲି କହିଛନ୍ତି ଚଣ୍ଡିଖୋଲ ଅଗ୍ନିଶମ ବାହିନୀ ଅଧିକାରୀ ।
ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ