ଓଡିଶା

odisha

ETV Bharat / state

ବରୀ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜେପିର ପ୍ରାର୍ଥୀପତ୍ର ଦାଖଲ

ଯାଜପୁର ଜିଲ୍ଲାର ବରୀ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜେପି ସମର୍ଥିତ ପ୍ରାର୍ଥୀ ସୁବାସିନି ଶର୍ମା ନିଜର ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି।

By

Published : Aug 21, 2019, 12:29 PM IST

ଫଟୋ ସୌଜନ୍ୟ- ସମ୍ବାଦଦାତା, ଯାଜପୁର

ଯାଜପୁର: ଜିଲ୍ଲାର ବରୀ ବ୍ଲକ ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ପାଇଁ ବିଜେପି ସମର୍ଥିତ ପ୍ରାର୍ଥୀ ସୁବାସିନି ଶର୍ମା ନିଜର ପ୍ରାର୍ଥୀ ପତ୍ର ଦାଖଲ କରିଛନ୍ତି । ତେବେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ପରେ ବିଜୟୀଙ୍କ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯିବା ନେଇ ସୂଚନା ରହିଛି ।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

ABOUT THE AUTHOR

...view details