ଓଡିଶା

odisha

ETV Bharat / state

ବିଞ୍ଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା, ଅଭିଯୁକ୍ତ କୋର୍ଟ ଚାଲାଣ - ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ବିଞ୍ଝାରପୁରରେ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ ଘଟଣାରେ ଆଜି ୧୧ ଜଣଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ । ଏମାନଙ୍କ ବିରୋଧରେ ୧୦ଟି ଦଫାରେ ମାମଲା ରୁଜୁ କରାଯାଇଛି । ଅଧିକ ପଢନ୍ତୁ

ବିଂଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା, ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ
ବିଂଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା, ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ

By

Published : Feb 21, 2022, 10:13 PM IST

Updated : Feb 21, 2022, 10:42 PM IST

ଯାଜପୁର:ବିଞ୍ଝାରପୁରରେ ସାମ୍ବାଦିକଙ୍କ ଉପରେ ମରଣାନ୍ତକ ଆକ୍ରମଣ ଘଟଣାରେ ଆଜି ୧୧ ଜଣଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ । ଏମାନଙ୍କ ବିରୋଧରେ ୧୦ଟି ଦଫାରେ ମାମଲା ରୁଜୁ କରାଯାଇଛି । ଏଥିରେ 147/148, 323, 324, 427, 307, 365, 395, 342 ଓ 149 ଆଇପିସି ଭଳି ସଙ୍ଗୀନ ଦଫା ଲାଗିଛି ବୋଲି ଯାଜପୁର ଏସପି ରାହୁଲ ପିଆର ସୂଚନା ଦେଇଛନ୍ତି ।

ବିଂଝାରପୁରରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣା, ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କଲା ପୋଲିସ

ତେବେ ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ରାକେଶ ମଲ୍ଲିକଙ୍କ ସମେତ ୫ଜଣ ପୁରୁଷ ଓ ୬ ଜଣ ମହିଳାଙ୍କୁ କୋର୍ଟ ଚାଲାଣ କରାଯାଇଛି । ଘଟଣାର ଅଧିକ ତଦନ୍ତ ଜାରି ରହିଛି ବୋଲି ଯାଜପୁର ଏସପି ସୂଚନା ଦେଇଛନ୍ତି ।

ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ

Last Updated : Feb 21, 2022, 10:42 PM IST

For All Latest Updates

ABOUT THE AUTHOR

...view details