ଓଡିଶା

odisha

ETV Bharat / state

ଯାଜପୁରରେ ବିଜେଡି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳିତ - jajpur news

କୋରେଇ ବିଜେଡି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ବେଶ ଧୂମଧାମରେ ପାଳନ କରାଯାଇଛି । ଏହି ଅବସରରେ ଯାଜପୁର ଜିଲ୍ଲାର ବିଭିନ୍ନ ସ୍ଥାନରେ ପାଳିତ ହୋଇଯାଇଛି। ଅଧିକ ପଢନ୍ତୁ...

korai-biju-janata-dal-celebrate-international-womes-day
କୋରେଇ ବିଜେଡି ପକ୍ଷରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ

By

Published : Mar 8, 2020, 7:39 PM IST

ଯାଜପୁର: କୋରେଇ ବିଜେଡି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇଛି । ଯାଜପୁର ରୋଡ ବ୍ୟାସଦେବ ଟାଉନହୋଲ ପରିସରରେ କୋରେଇ ବିଜୁ ଜନତା ଦଳ ପକ୍ଷରୁ ମହିଳା ଦିବସକୁ ବେଶ ଧୁମଧାମରେ ପାଳନ କରାଯାଇଛି ।

କୋରେଇ ବିଜେଡି ପକ୍ଷରୁ ଆନ୍ତର୍ଜାତିକ ମହିଳା ଦିବସ ପାଳନ

କାର୍ଯ୍ୟକ୍ରମରେ ଯାଜପୁର ସାଂସଦ ଶର୍ମିଷ୍ଠା ସେଠୀ, କୋରେଇ ବିଧାୟକ ଅଶୋକ ବଳ, ଅଭିନେତ୍ରୀ ଏଲିନା ସାମନ୍ତରାୟ ପ୍ରମୁଖ ଯୋଗଦେଇଥିଲେ । କୋରେଇ ଅଞ୍ଚଳର ବିଭିନ୍ନ ସ୍ଥାନରୁ ଆସିଥିବା ଶତାଧିକ ମହିଳା ଏହି ସଭାରେ ଯୋଗ ଦେଇଥିଲେ।

ଏହି ଅବସରରେ ବିଭିନ୍ନ ବିଭାଗରେ ପାରଦର୍ଶିତା ଲାଭ କରିଥିବା ପ୍ରତିଯୋଗୀ ମାନଙ୍କୁ ପୁରସ୍କୃତ କରାଯାଇଛି।

ଯାଜପୁରରୁ ଜ୍ଞାନରଞ୍ଜନ ଓଝା, ଇଟିଭି ଭାରତ

ABOUT THE AUTHOR

...view details