ଯାଜପୁର:ସୋମବାର ଜିଲ୍ଲାରେ ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘର ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଛି । ଏହି ସଭାରେ ବିଦ୍ୟୁତ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା କରାଯାଇଥିବା ସୂଚନା ମିଳିଛି ।
ଯାଜପୁରରେ ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘର ସାଧାରଣ ସଭା ଅନୁଷ୍ଠିତ - ବିଦ୍ୟୁତ କର୍ମଚାରୀ ମହାସଂଘ
ସୋମବାର ଯାଜପୁର ଜିଲ୍ଲାରେ ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘର ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଛି । ଅଧିକ ପଢନ୍ତୁ...
ଯାଜପୁରରେ ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘର ସାଧାରଣ ସଭା ଅନୁଷ୍ଠିତ
ଯାଜପୁରରେ ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘର ସାଧାରଣ ସଭା ଅନୁଷ୍ଠିତ
ଓଡ଼ିଶା ବିଦ୍ୟୁତ କର୍ମଚାରୀ ମହାସଂଘର ସାଧାରଣ ସଭା ବିଜୁ ଶ୍ରମିକ ସାମୁଖ୍ୟର କାର୍ଯ୍ୟକାରୀ ସଭାପତି ରାଜୀବ ମହାନ୍ତିଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ବିଦ୍ୟୁତ୍ କର୍ମଚାରୀଙ୍କର ବିଭିନ୍ନ ସମସ୍ୟା ସଂପର୍କରେ ଆଲୋଚନା ହୋଇଥିଲା ଏବଂ ସମସ୍ୟା ସଂପର୍କରେ ସରକାରଙ୍କ ଦୃଷ୍ଟି ଆକର୍ଷଣ କରି ସମାଧାନ କରାଯିବାକୁ ନିଷ୍ପତ୍ତି ହୋଇଛି । ଏହି କାର୍ଯ୍ୟକ୍ରମରେ ପୂର୍ବତନ ପୌରପାଳକ ଭବପ୍ରସାଦ ଦାସ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ । ବିଭିନ୍ନ ସଂପର୍କରେ ଆଲୋଚନା ସମୟରେ ବିଦ୍ୟୁତ କର୍ମଚାରୀଙ୍କୁ ସେମାନଙ୍କର କାର୍ଯ୍ୟ ପାଇଁ ପ୍ରଶଂସା କରିଥିଲେ ।
ଯାଜପୁରରୁ ଜ୍ଞାନ ରଞ୍ଜନ ଓଝା, ଇଟିଭି ଭାରତ