ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲା ବିଜେଡି ସଭାପତି ଭାବେ ବ୍ରଜରାଜନଗର ବିଧାୟକ କିଶୋର ମହାନ୍ତି ନିର୍ବାଚିତ ହୋଇଛନ୍ତି । ସେ ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଥିବା ସୂଚନା ରହିଛି । ସଭାପତି ଭାବେ ନିର୍ବାଚିତ ପରେ ଦଳୀୟ ନେତା ଓ କର୍ମୀମାନେ ତାଙ୍କୁ ସମ୍ବର୍ଦ୍ଧିତ କରିଛନ୍ତି ।
ଝାରସୁଗୁଡ଼ା ଜିଲ୍ଲା ବିଜେଡି ସଭାପତି ହେଲେ କିଶୋର ମହାନ୍ତି - Jharsuguda BJD President
ଝାରସୁଗୁଡ଼ା ଜିଲ୍ଲା ବିଜେଡି ସଭାପତି ହେଲେ କିଶୋର ମହାନ୍ତି । ନିର୍ଦ୍ବନ୍ଦରେ ନିର୍ବାଚିତ ହୋଇଥିବା ସୂଚନା । ଅଧିକ ପଢନ୍ତୁ....
ଝାରସୁଗୁଡ଼ା ଜିଲ୍ଲା ବିଜେଡି ସଭାପତି ହେଲେ କିଶୋର ମହାନ୍ତି
ଝାରସୁଗୁଡ଼ା ଜିଲ୍ଲା ବିଜେଡି ସଭାପତି ହେଲେ କିଶୋର ମହାନ୍ତି
ବିଜୁ ଜନତା ଦଳର ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଆସ୍ଥା ଓ ବିଶ୍ବାସଭାଜନ ହୋଇ ପାରି ଜିଲ୍ଲାର ସାମଗ୍ରିକ ବିକାଶରେ ସେ ଯୋଗଦାନ କରିବା ସହିତ ବିକାଶକୁ ତ୍ବରାନ୍ବିତ କରିବେ ବୋଲି କହିଛନ୍ତି ।
ଝାରସୁଗୁଡାରୁ ରବି ନାରାୟଣ ସାହୁ, ଇଟିଭି ଭାରତ