ଝାରସୁଗୁଡ଼ା: ସାଧାରଣ ନିର୍ବାଚନ ଫଳାଫଳ ବାହାରିବା ପୂର୍ବରୁ ମନ୍ତ୍ରିମଣ୍ଡଳ ସଦସ୍ୟଙ୍କ ସହିତ ଶେଷ ବୈଠକ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏହି ବୈଠକରେ ମୋଦି ସମସ୍ତ ନେତାଙ୍କୁ ଧନ୍ୟବାଦ ଜ୍ଞାପନ କରିଛନ୍ତି ।
ଦିଲ୍ଲୀରୁ ଫେରିବା ପରେ ଜୁଏଲଙ୍କୁ ସମ୍ବର୍ଦ୍ଧନା - last meeting
ଆଜି ଦିଲ୍ଲୀରୁ ଫେରିବା ପରେ ମନ୍ତ୍ରୀ ଜୁଏଲ ଓରାମଙ୍କୁ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରେ ଦଳୀୟ କର୍ମୀମାନେ ସ୍ବାଗତ ସମ୍ବର୍ଦ୍ଧନା ଜଣାଇଥିଲେ ।

ଫଟୋ ସୌଜନ୍ୟ: ପ୍ରତିନିଧି, ଝାରସୁଗୁଡା
ଅନୁଷ୍ଠିତ ବୈଠକରେ ମୋଦିଙ୍କ ବ୍ୟତୀତ ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା, କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, ନିତିନ ଗଡକରୀ, ସ୍ମୃତି ଇରାନୀ, ପିୟୁଷ ଗୋଏଲ, ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମ ପ୍ରମୁଖ ଉପସ୍ଥିତ ରହିଥିଲେ ।
ଭିଡିଓ ସୌଜନ୍ୟ: ପ୍ରତିନିଧି, ଝାରସୁଗୁଡା
ଝାରସୁଗୁଡ଼ାରୁ ରବିନାରାୟଣ ସାହୁ, ଇଟିଭି ଭାରତ