ଓଡିଶା

odisha

By

Published : Oct 10, 2020, 8:09 AM IST

ETV Bharat / state

କଳାହାଣ୍ଡିରେ ୪ ହଜାର ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା, ଚିନ୍ତାରେ ପ୍ରଶାସନ

ଜିଲ୍ଲାରେ ବଢିବାରେ ଲାଗିଛି କୋରୋନା ସଂକ୍ରମଣ ସଂଖ୍ୟା । ବର୍ତ୍ତମାନ ସୁଦ୍ଧା 4 ହଜାର ଅତିକ୍ରମ କରିଛି ଏହି ସଂଖ୍ୟା । ଅଧିକ ପଢନ୍ତୁ...

କଳାହାଣ୍ଡିରେ ୪ ହଜାର ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା, ଚିନ୍ତାରେ ପ୍ରଶାସନ
କଳାହାଣ୍ଡିରେ ୪ ହଜାର ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା, ଚିନ୍ତାରେ ପ୍ରଶାସନ

ଭବାନୀପାଟଣା: ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଯାହାକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବାବେଳେ, ଏହା ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।

କଳାହାଣ୍ଡିରେ ୪ ହଜାର ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା, ଚିନ୍ତାରେ ପ୍ରଶାସନ

ଶୁକ୍ରବାର ଜିଲ୍ଲାରେ ପୁଣି ୮୪ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ, ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ ହଜାର ୨୧କୁ ପହଞ୍ଚିଛି । ଏମାନଙ୍କ ମଧ୍ୟରୁ ୩ ହଜାର ୧୪୬ ଜଣ ସୁସ୍ଥ ହୋଇଥିବାବେଳେ, ୮୭୫ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲ ଓ ହୋମ ଆଇସୋଲେସନରେ ଚିକିତ୍ସାଧୀନ ଅଛନ୍ତି ।

ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ବାସ୍ଥ୍ୟକର୍ମୀ ମାନେ ଘର ଘର ବୁଲି କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ABOUT THE AUTHOR

...view details