ଓଡିଶା

odisha

ETV Bharat / state

ଯୁବକର ଝୁଲନ୍ତା ମୃତଦେହ ଠାବ, ପୋଲିସର ତଦନ୍ତ ଜାରି

କଳାହାଣ୍ଡି ଜିଲ୍ଲା ଆମପାଣି ଥାନା କେନ୍ଦୁଗୁଡା ଗାଁ ଏକ ନିମ୍ବଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ମୃତ ଯୁବକ କାଉଡୋଳା ପଞ୍ଚାୟତ ବାଞ୍ଜିବାହାଲ ଗାଁର ମଣ୍ଟୁ ରାଉତ ବୋଲି ଜଣାପଡିଛି । ଅଧିକ ପଢନ୍ତୁ...

By

Published : Sep 30, 2020, 8:45 PM IST

a dead body found in kalahandi
ଯୁବକର ଝୁଲନ୍ତା ମୃତଦେହ ଠାବ, ପୋଲିସର ତଦନ୍ତ ଜାରି

ଭବାନୀପାଟଣା : କଳାହାଣ୍ଡି ଜିଲ୍ଲା ଆମପାଣି ଥାନା କେନ୍ଦୁଗୁଡା ଗାଁ ଏକ ନିମ୍ବଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଠାବ ହୋଇଛି । ମୃତ ଯୁବକ କାଉଡୋଳା ପଞ୍ଚାୟତ ବାଞ୍ଜିବାହାଲ ଗାଁର ମଣ୍ଟୁ ରାଉତ ବୋଲି ଜଣାପଡିଛି ।
ଖବରପାଇ ଆମପାଣି ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି । ପ୍ରାଥମିକ ତଦନ୍ତରୁ ପୋଲିସ ଆତ୍ମହତ୍ୟା ସନ୍ଦେହ କରୁଥିବାବେଳେ ସାଇଣ୍ଟିଫିକ ଟିମ୍ ମଧ୍ୟ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ହିଁ ପ୍ରକୃତ ଘଟଣା ଜଣାପଡିବ ବୋଲି ଆମପାଣି ଥାନା ଅଧିକାରୀ କହିଛନ୍ତି ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ABOUT THE AUTHOR

...view details