ଭବାନୀପାଟଣା: ଥମି ନାହିଁ ମହାଲିଙ୍ଗ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ରାଜନୀତି । ଆଜି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ଦେଖାଇଛି କଂଗ୍ରେସ । ମନ୍ତ୍ରୀ ପଞ୍ଚାୟତ ନିର୍ବାଚନ ପ୍ରଚାର ପାଇଁ ଯାଉଥିବା ସମୟରେ ତାଙ୍କୁ କଳାପତାକା ପ୍ରଦର୍ଶନ କରିଛି କଂଗ୍ରେସ ।
ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଂଗ୍ରେସର କଳାପତାକା ପ୍ରଦର୍ଶନ - ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ଦେଖାଇଲା କଂଗ୍ରେସ
ଥମି ନାହିଁ ମହାଲିଙ୍ଗ ସ୍କୁଲ ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ଘଟଣାର ରାଜନୀତି । ଆଜି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଳାପତାକା ଦେଖାଇଛି କଂଗ୍ରେସ । ଅଧିକ ପଢନ୍ତୁ
![ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଂଗ୍ରେସର କଳାପତାକା ପ୍ରଦର୍ଶନ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଂଗ୍ରେସର କଳାପତାକା ପ୍ରଦର୍ଶନ](https://etvbharatimages.akamaized.net/etvbharat/prod-images/768-512-14353119-thumbnail-3x2-kalahandi.jpg)
ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଂଗ୍ରେସର କଳାପତାକା ପ୍ରଦର୍ଶନ
ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ କଂଗ୍ରେସର କଳାପତାକା ପ୍ରଦର୍ଶନ
ତେବେ ଆଜି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ନିଜ ନିର୍ବାଚନ ମଣ୍ଡଳୀ ଗୋଳାମୁଣ୍ଡା ଓ କନକପୁରକୁ ନିର୍ବାଚନ ପ୍ରଚାର କରିବାକୁ ଯାଉଥିବା ସମୟରେ କଂଗ୍ରେସ କର୍ମୀ କନକପୁର ନିକଟରେ କଳାପତାକା ପ୍ରଦର୍ଶନ କରିଥିଲେ । ଏହି ଘଟଣାରେ କେଗାଁ ପୋଲିସ ୧୮ଜଣ ଯୁବ କଂଗ୍ରେସ କର୍ମୀଙ୍କୁ ଅଟକ ରଖିଛି ।
କଳାହାଣ୍ଡିରୁ ଅଜିତ୍ କୁମାର ସିଂ, ଇଟିଭି ଭାରତ