ଓଡିଶା

odisha

ETV Bharat / state

ବିସ୍କୁଟ ଗୋଦାମରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ

ଶନିବାର କଳାହାଣ୍ଡି ଜିଲ୍ଲା ଜୟପାଟଣା ସହରର ମହାବୀର ପଡାରେ ଥିବା ଏକ ବିସ୍କୁଟ ଗୋଦାମରେ ସଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଛି । ଯାହାଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି ।

By

Published : Jul 6, 2019, 10:16 PM IST

ଫଟୋ ସୌଜନ୍ୟ:ସମ୍ବାଦଦାତା, କଳାହାଣ୍ଡି

କଳାହାଣ୍ଡି : କଳାହାଣ୍ଡି ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି । ଶନିବାର ଜୟପାଟଣା ସହରର ମହାବୀର ପଡାରେ ଥିବା ଏକ ବିସ୍କୁଟ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି । ଯାହାଫଳରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି ।

ଭିଡିଓ ସୌଜନ୍ୟ:ସମ୍ବାଦଦାତା, କଳାହାଣ୍ଡି

ସୂଚନା ଅନୁଯାୟୀ, ଶନିବାର ବିସ୍କୁଟ ଗୋଦାମରେ ସଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ଘଟିଥିଲା । ଖବରପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଏହି ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଜଣାପଡିଛି ।


କଳାହାଣ୍ଡିରୁ ଅଜିତ୍ ସିଂ, ଇଟିଭି ଭାରତ

ABOUT THE AUTHOR

...view details