ଭବାନୀପାଟଣା: ଗିରଫ ହେଲେ ଅଭିଯୁକ୍ତ ପ୍ରଧାନଶିକ୍ଷକ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ଠାରେ ଥିବା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀ ନିବାସରେ ପ୍ରଧାନ ଶିକ୍ଷକଙ୍କ ବିରୋଦ୍ଧରେ ଛାତ୍ରୀମାନେ ଅସଦାଚରଣ ଅଭିଯୋଗ ଆଣିଥିଲେ । ଅଭିଯୋଗକୁ ଭିତ୍ତିରେ ଚାକିରିରୁ ନିଲମ୍ବିତ କରାଯିବା ସହ ଗିରଫ କରାଯାଇଛି ।
ଏହାମଧ୍ୟ ପଢନ୍ତୁ:ଗୁରୁ-ଶିଷ୍ୟ ସମ୍ପର୍କରେ କଳଙ୍କ: ହଷ୍ଟେଲରେ ଛାତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ