ଭବାନୀପାଟଣା: ଶୁକ୍ରବାର ଅପରାହ୍ନରେ ଆକାଶରେ କଳାହାଣ୍ଡିଆ ମେଘ ଘୋଟିବା ସହ ପ୍ରବଳ ବେଗରେ ପବନ ବୋହିଥିଲା । ଏଥିସହ ଘଡଘଡି ଓ କୁଆପଥର ମାଡ ମଧ୍ୟ ହୋଇଥିଲା । ପ୍ରାୟ ୩ ଘଣ୍ଟା ଧରି ମୂଷଳଧାରାରେ ହୋଇଥିବା ବର୍ଷା ଯୋଗୁଁ କିଛି ସମୟ ପାଇଁ ଅସ୍ତବ୍ୟସ୍ତ ହୋଇପଡିଥିଲା ଜନ ଜୀବନ ।
ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ - କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ମାଡ ।
କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ମାଡ । ଏଥିରେ ଅନେକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଅଧିକ ପଢନ୍ତୁ...
କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକର ବିଭିନ୍ନ ଅଞ୍ଚଳରେ କାଳବୈଶାଖୀର ମାଡ
ଏହା ସହ କିଛି ସ୍ଥାନରେ ଅମଳ ଫସଲ ଓଦା ହୋଇଥିବା ମଧ୍ୟ ଅଭିଯୋଗ ହୋଇଛି ।
କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ
Last Updated : May 30, 2020, 12:59 PM IST
TAGGED:
heavy rain fall in kalahandi