ଓଡିଶା

odisha

କଳାହାଣ୍ଡିରେ ପ୍ରଶାସନ ମୁଣ୍ଡବିନ୍ଧାର କାରଣ ସାଜିଛି ଆକ୍ରାନ୍ତ ସଂଖ୍ୟା ବୃଦ୍ଧି

By

Published : Sep 5, 2020, 10:37 PM IST

ଶନିବାର ଜିଲ୍ଲାରେ ପୁଣି ୪୩ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୮କୁ ପହଞ୍ଚିଛି ଏବଂ ଏମାନଙ୍କ ମଧ୍ୟରୁ ୧୧୧୩ ଜଣ ସୁସ୍ଥ ହୋଇଛନ୍ତି ଓ ୫୫୫ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

କଳାହାଣ୍ଡି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି
କଳାହାଣ୍ଡି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି

କଳାହାଣ୍ଡି: ଜିଲ୍ଲାରେ ବଢୁଛି କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା । ସ୍ଥାନୀୟ ଅଞ୍ଚଳରେ ରୋଗୀଙ୍କ ସଂଖ୍ୟା ବୃଦ୍ଧିକୁ ନେଇ ମୁଖ୍ୟତଃ ଭବାନୀପାଟଣା ସହରରେ ଗୋଷ୍ଠୀ ସଂକ୍ରମଣ ହୋଇସାରିଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ସାଜିଛି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।

କଳାହାଣ୍ଡି ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି
ଶନିବାର ଜିଲ୍ଲାରେ ପୁଣି ୪୩ ଜଣ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୮କୁ ପହଞ୍ଚିଛି ଏବଂ ଏମାନଙ୍କ ମଧ୍ୟରୁ ୧୧୧୩ ଜଣ ସୁସ୍ଥ ହୋଇଛନ୍ତି ଓ ୫୫୫ ଜଣ ଜିଲ୍ଲାର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି । ସେପଟେ ଜିଲ୍ଲାରେ ଆକ୍ରାନ୍ତ ଙ୍କ ସଂଖ୍ୟା ବୃଦ୍ଧି କୁ ନଜର ରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସ୍ୱାସ୍ଥ୍ୟ କର୍ମୀ ମାନେ ଘରକୁ ଘର ଯାଇ କୋରୋନା ସର୍ଭେ ପ୍ରକ୍ରିୟା ଜାରି ରଖିଛନ୍ତି ।


କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ABOUT THE AUTHOR

...view details