ଓଡିଶା

odisha

ETV Bharat / state

ବିଦ୍ୟୁତ ଆଘାତରେ ଶ୍ରମିକ ମୃତ - labour death due to electric sock

୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଅଧିକ ପଢନ୍ତୁ...

ଫଟୋ ସୌଜନ୍ୟ: ସମ୍ବାଦଦାତା, କଳାହାଣ୍ଡି

By

Published : Oct 27, 2019, 1:39 AM IST

କଳାହାଣ୍ଡି: ଭବାନୀପାଟଣାର ସମ୍ଭୁନଗରପଡ଼ାର ନୂତନ କୋଠା ନିର୍ମାଣ ବେଳେ ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଶ୍ରମିକଙ୍କୁ ପ୍ରଥମେ ମୁଖ୍ୟ ଚିକିତ୍ସାଳୟକୁ ଅଣାଯାଇଥିବା ବେଳେ ସେଠାରେ ଡାକ୍ତର ମୃତ ଘୋଷଣା କରିଥିଲେ ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କଳାହାଣ୍ଡି

ଏହାପରେ ମୃତଦେହ ବ୍ୟବଚ୍ଛେଦ କରାଯାଇ ଆଜି ପରିବାରବର୍ଗଙ୍କୁ ହସ୍ତାନ୍ତର କରାଯାଇଛି । ମୃତ ଶ୍ରମିକ ଜଣକ ସଦର ଥାନା ଅନ୍ତର୍ଗତ ଭଙ୍ଗାବାରି ଗ୍ରାମର ଗୁଡୁ ରଣା ବୋଲି ଜଣାପଡିଛି । ମୃତ ଗୁଡୁ ରଣା ଘରର ଏକ ମାତ୍ର ରୋଜଗାରିଆ ପୁଅ ଥିଲେ । ତାଙ୍କ ପରିବାରକୁ ସହାୟତା ଯୋଗାଇଦେବାକୁ ଦାବି କରାଯାଉଛି ।

କଳାହାଣ୍ଡିରୁ ଅଜିତ ସିଂ, ଇଟିଭି ଭାରତ

ABOUT THE AUTHOR

...view details