ଓଡିଶା

odisha

ETV Bharat / state

କଳାହାଣ୍ଡିରେ ପୁଣି ୨୨ ଆକ୍ରାନ୍ତ ଚିହ୍ନଟ - 22 covid case found in kalahandi

କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି କରୋନାର ଦ୍ୱିତୀୟ ଲହର । ଲୋକାଲରେ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ହେଉଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଳଟିଲାଣି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ । ଅଧିକ ପଢନ୍ତୁ...

କଳାହାଣ୍ଡିରେ ପୁଣି ୨୨ ଆକ୍ରାନ୍ତ ଚିହ୍ନଟ
କଳାହାଣ୍ଡିରେ ପୁଣି ୨୨ ଆକ୍ରାନ୍ତ ଚିହ୍ନଟ

By

Published : Apr 2, 2021, 10:03 PM IST

ଭବାନୀପାଟଣା:କଳାହାଣ୍ଡି ଜିଲ୍ଲାରେ ଆରମ୍ଭ ହୋଇଛି କରୋନାର ଦ୍ୱିତୀୟ ଲହର । ଲୋକାଲରେ ରୋଗୀଙ୍କ ସଂକ୍ରମଣ ସଂଖ୍ୟା ବୃଦ୍ଧି ହେଉଥିବା ବୁଦ୍ଧିଜୀବୀ କହୁଥିବା ବେଳେ ପ୍ରଶାସନ ପାଇଁ ଏହା ଏବେ ଚିନ୍ତାର କାରଣ ପାଳଟିଲାଣି । ସେପଟେ ସାଧାରଣ ଲୋକେ ମଧ୍ୟ ଏନେଇ ଆତଙ୍କିତ ।

କଳାହାଣ୍ଡିରେ ପୁଣି ୨୨ ଆକ୍ରାନ୍ତ ଚିହ୍ନଟ
ଶୁକ୍ରବାର ଜିଲ୍ଲାରେ ପୁଣି ୨୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ ଭବାନୀପାଟଣା ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବାବା ଜଣାପଡିଛି ।ସେପଟେ ସମସ୍ତ ଆକ୍ରାନ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ଜିଲ୍ଲା ପ୍ରଶାସନ ସୂଚନା ଦେଇଛି । ଦିନକୁଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିକୁ ନଜରରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଲୋକଙ୍କୁ ସଚେତନତା କାର୍ଯ୍ୟକ୍ରମ ହାତକୁ ନିଆଯାଉଛି ।

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

ABOUT THE AUTHOR

...view details