ଭବାନୀପାଟଣା: ଆମପାଣି ଥାନା ଭୁର୍ଷାଗୁଡା ଛକ ଦେଇ ଯାଇଥିବା ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ। କୌଣସି ଏକ ଅଜଣା ଗାଡି ଧକ୍କା ଦେବା ଫଳରେରେ ଦୁଇ ଯୁବକଙ୍କ ମୃତ୍ୟୁ ହୋଇଥିବା ପ୍ରାଥମିକ ତଦନ୍ତରୁ ପୋଲିସ ସନ୍ଦେହ କରୁଛି । ଦୁଇ ଯୁବକ ସାନ ପୋଡ଼ାଗୁଡା ପଞ୍ଚାୟତ ନେଗିଗୁଡା ଗାଁର ହେମନ୍ତ ଗୋପାଳ ଓ ନୀଳକଣ୍ଠ ଗୋପାଳ ବୋଲି ଜଣାପଡିଛି ।
ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, 2ମୃତ - 2ମୃତ
ଆମପାଣି ଥାନା ଭୁର୍ଷାଗୁଡା ଛକ ଦେଇ ଯାଇଥିବା ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କ ମୃତ୍ୟୁ । ୫୦୦ ମିଟର ଦୂରରୁ ବାଇକ ଠାବ । ଅଧିକ ପଢନ୍ତୁ...

ଭୁର୍ଷାଗୁଡା ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା
ଭୁର୍ଷାଗୁଡା ବିଜୁ ଏକ୍ସପ୍ରେସ ୱେରେ ମର୍ମନ୍ତୁଦ ସଡକ ଦୁର୍ଘଟଣା
ସେମାନଙ୍କ ବାଇକ ଘଟଣାସ୍ଥଳରୁ ୫୦୦ ମିଟର ଦୂରରେ ଠାବ ହୋଇଥିବା ବେଳେ ଆମପାଣି ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି ।
କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ