ଓଡିଶା

odisha

ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା

By

Published : Oct 25, 2021, 6:37 AM IST

Updated : Oct 25, 2021, 10:41 AM IST

ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗଙ୍କୁ ସଂରକ୍ଷଣ ତାଲିକାରୁ ବାଦ ଦିଆଯିବା ପ୍ରତିବାଦରେ ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା । ଅଧିକ ପଢନ୍ତୁ...

ଆଜି କଳାହାଣ୍ଡି ୧୨ ଘଣ୍ଟିଆ ବନ୍ଦ ଡାକାରା
ଆଜି କଳାହାଣ୍ଡି ୧୨ ଘଣ୍ଟିଆ ବନ୍ଦ ଡାକାରା

ଭବାନୀପାଟଣା: ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା । ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ପଛୁଆ ବର୍ଗଙ୍କୁ ସଂରକ୍ଷଣ ତାଲିକାରୁ ବାଦ ଦିଆଯାଇଥିବା ପ୍ରତିବାଦରେ ଆଜି ଜିଲ୍ଲାକୁ ସମ୍ପୂର୍ଣ୍ଣ ବନ୍ଦ ଡାକରା ଦେଇଛି ପଛୁଆ ବର୍ଗ ଜାତି ସମୂହ।

ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା

ରାଜ୍ୟ ସରକାର ପଛୁଆ ବର୍ଗଙ୍କୁ ସାମ୍ବିଧାନିକ ଅଧିକାର, ଶିକ୍ଷା, ଚାକିରି ଓ ରାଜନୀତି ସଂରକ୍ଷଣରୁ ଉଚ୍ଛେଦ କରାଯାଇଥିବାରୁ ଏହାକୁ ବିରୋଧ କରି ବନ୍ଦ ଡାକରା ଦିଆଯାଇଛି । ବନ୍ଦ ସମୟରେ ସମସ୍ତ ଜରୁରୀକାଳୀନ ଦୋକାନ ଓ ଯାନବାହନକୁ ବାଦ ଦିଆଯିବା ନେଇ ଗତକାଲି ପଛୁଆ ବର୍ଗ ଜାତି ସମୂହ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ୧୨ ଘଣ୍ଟିଆ କଳାହାଣ୍ଡି ବନ୍ଦ ଡାକରା

କଳାହାଣ୍ଡିରୁ ଅଜିତ କୁମାର ସିଂ, ଇଟିଭି ଭାରତ

Last Updated : Oct 25, 2021, 10:41 AM IST

ABOUT THE AUTHOR

...view details