କେନ୍ଦ୍ରାପଡା:କ୍ରାନ୍ତି ଦିବସରେ ସ୍ବାଧୀନତା ସଂଗ୍ରାମୀ ମକର ଦାସଙ୍କୁ ରାଷ୍ଟ୍ରପତି ଭବନରେ ସମ୍ବର୍ଦ୍ଧିତ କରିବାର କାର୍ଯ୍ୟକ୍ରମରହିଥିଲା । ହେଲେ କୋରୋନା କଟକଣା ଯୋଗୁଁ ତାହା ସମ୍ଭବ ହୋଇପାରିଲା ନାହିଁ ।
କ୍ରାନ୍ତି ଦିବସରେ ସ୍ୱାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କଲା ପ୍ରଶାସନ
କ୍ରାନ୍ତି ଦିବସରେ ସ୍ବାଧୀନତା ସଂଗ୍ରାମୀ ମକର ଦାସଙ୍କୁ ସମ୍ବର୍ଦ୍ଧନା । କୋରୋନା କଟକଣା ପାଇଁ ରାଷ୍ଟ୍ରପତି କରିପାରିଲେନି ସମ୍ବର୍ଦ୍ଧିତ। ଅଧିକ ପଢନ୍ତୁ.....
କ୍ରାନ୍ତି ଦିବସରେ ସ୍ୱାଧୀନତା ସଂଗ୍ରାମୀଙ୍କୁ ସମ୍ବର୍ଦ୍ଧିତ କଲା ପ୍ରଶାସନ
ଅତିରିକ୍ତ ଜିଲ୍ଲାପାଳ ସଂଗ୍ରାମୀଙ୍କ ବାସଭବନକୁ ଯାଇ ସମ୍ବର୍ଦ୍ଧିତ କରିଥିଲେ। ତେବେ, ଏହି କାର୍ଯ୍ୟକ୍ରମରେ ଜିଲ୍ଲା ସ୍ବାଧୀନତା ସଂଗ୍ରାମୀ ଦାୟଦ ସଂଘର ସଭାପତି ବିଚିତ୍ରାନନ୍ଦ ନାୟକ,ସଂଯୋଜକ ସଞ୍ଜୟ ଜେନାଙ୍କ ସହ ବହୁ ମାନ୍ୟଗନ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।
କେନ୍ଦ୍ରାପଡାରୁ ରାଧାକାନ୍ତ ମହାନ୍ତି,ଇଟିଭି ଭାରତ