ଓଡିଶା

odisha

ETV Bharat / state

କେନ୍ଦ୍ରାପଡାରେ ପୋଷ୍ଟାଲ ଭୋଟ ଗଣତି ଆରମ୍ଭ

କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟରେ କେନ୍ଦ୍ରାପଡ଼ା ଲୋକସଭା ଓ 4ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ପୋଷ୍ଟାଲ ଭୋଟ ଗଣତି ଆରମ୍ଭ ହୋଇଛି ।

By

Published : May 23, 2019, 10:57 AM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, କେନ୍ଦ୍ରାପଡା

କେନ୍ଦ୍ରାପଡା: ଆରମ୍ଭ ହୋଇଯାଇଛି ଭୋଟ ଗଣତି । କେନ୍ଦ୍ରାପଡ଼ା ସ୍ୱୟଂଶାସିତ ମହାବିଦ୍ୟାଳୟରେ କେନ୍ଦ୍ରାପଡ଼ା ଲୋକସଭା ଓ 4ଟି ବିଧାନସଭା ନିର୍ବାଚନ ମଣ୍ଡଳୀର ପୋଷ୍ଟାଲ ଭୋଟ ଗଣତି ଆରମ୍ଭ ହୋଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କେନ୍ଦ୍ରାପଡା

ଇସିଙ୍କ ନିର୍ଦ୍ଦେଶାନୁସାରେ ପାରାମିଲିଟାରୀ ଟିମ ସହ 8 ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହୋଇଛି । ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ପାଖାପାଖି 15ରୁ ଅଧିକ ଅଫିସର ମଧ୍ୟ ନିୟୋଜିତ ହୋଇଛନ୍ତି ।

କେନ୍ଦ୍ରାପଡାରୁ ରାଧାକାନ୍ତ ମହାନ୍ତି, ଇଟିଭି ଭାରତ

For All Latest Updates

ABOUT THE AUTHOR

...view details