ଓଡିଶା

odisha

ETV Bharat / state

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

କେନ୍ଦୁଝର ଜିଲ୍ଲା ସଟତୀରା ଗାଁରେ ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ ।

By

Published : Feb 27, 2020, 7:33 PM IST

a man attack by  someone
ପୂର୍ବ ଶତ୍ରୁତାକୁ ନେଇ ଯୁବକଙ୍କୁ ଆକ୍ରମଣ

ଆନନ୍ଦପୁର: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ଆକ୍ରମଣ । କେନ୍ଦୁଝର ଜିଲ୍ଲା ସଟତୀରା ଗାଁର ସୁନିଆ ଅମାନ୍ତାଙ୍କୁ ହୋଇଛି ମରଣାନ୍ତକ ଆକ୍ରମଣ । ସେ ଶୌଚ ହେବାକୁ ଯାଇଥିବାବେଳେ ସେହି ଗାଁର ବିଭୂ ନାହାକ ଏକ ଭୁଜାଲିରେ ତାଙ୍କୁ ଆକ୍ରମଣ କରିଥିଲେ ।

ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି । ଏନେଇ ଥାନାରେ ମାମଲା ରୁଜୁ ପରେ ଘସିପୁରା ପୋଲିସ ତଦନ୍ତ ଆରମ୍ଭ କରିଛି । ତେବେ ଆକ୍ରମଣର କାରଣ ଏଯାଏଁ ସ୍ପଷ୍ଟ ହୋଇନାହିଁ ।

ଅନନ୍ଦପୁର ସ୍ମୃତି ରଞ୍ଜନ ବିହାରି, ଇଟିଭି ଭାରତ

ABOUT THE AUTHOR

...view details