କେନ୍ଦୁଝର: ସଦର ଥାନା ଅନ୍ତର୍ଗତ କେନ୍ଦୁଆ ପଟାସ ଜଙ୍ଗଲରୁ ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର । ଉକ୍ତ ଯୁବକଙ୍କ ପରିଚୟ ମିଳିପାରି ନଥିବାବେଳେ ନଗ୍ନ ଅବସ୍ଥାରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା । ଆଜି(ସୋମବାର) ସକାଳୁ ସ୍ଥାନୀୟ ଲୋକେ ଏହା ଦେଖି ସଦର ପୋଲିସକୁ ଖବର ଦେଇଥିଲେ ।
ଜଙ୍ଗଲରୁ ଅଜଣା ଯୁବକଙ୍କ ଗଳିତ ମୃତଦେହ ଉଦ୍ଧାର - youth dead body was found
କେନ୍ଦୁଝର କେନ୍ଦୁଆ ପଟାସ ଜଙ୍ଗଲରୁ ଅଜଣା ଯୁବକଙ୍କ ମୃତ ଦେହ ଉଦ୍ଧାର । ତେବେ ମୃତ୍ୟୁର କାରଣ ଅସ୍ପଷ୍ଟ ଥିବା ବେଳେ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି । ଅଧିକ ପଢନ୍ତୁ...

ଜଙ୍ଗଲରୁ ଅଜଣା ଯୁବକଙ୍କ ଗଳିତ ମୃତ ଦେହ ଉଦ୍ଧାର
ଜଙ୍ଗଲରୁ ଅଜଣା ଯୁବକଙ୍କ ଗଳିତ ମୃତ ଦେହ ଉଦ୍ଧାର
ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିବା ସହ ତଦନ୍ତ ଜାରି ରଖିଛି । ତେବେ ଯୁବକଙ୍କ ମୃତ୍ୟୁ କେଉଁ କାରଣରୁ ହୋଇଛି, ତାହା ଜଣାପଡ଼ି ନଥିବା ବେଳେ ହତ୍ୟା କରି ପକାଇ ଦେଇଥିବା ସନ୍ଦେହ କରାଯାଉଛି ।
କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ