ଓଡିଶା

odisha

ETV Bharat / state

ଟ୍ରକକୁ ପିଟିଲା ଟ୍ରକ, ଡ୍ରାଇଭର ଗୁରୁତର - ଟ୍ରକକୁ ପିଟିଲା ଟ୍ରକ

କେନ୍ଦୁଝର ସଦର ଥାନା ଅନ୍ତର୍ଗତ ଗୋପାଳପୁର ଠାରେ ଦୁର୍ଘଟଣା । ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ଧକ୍କା ଦେଲା ଅନ୍ୟ ଏକ ଟ୍ରକ । ଡ୍ରାଇଭର ଗୁରୁତର । ଅଧିକ ପଢନ୍ତୁ...

Drive injured in accident
ଟ୍ରକକୁ ପିଟିଲା ଟ୍ରକ, ଡ୍ରାଇଭର ଗୁରୁତର

By

Published : Feb 3, 2020, 10:05 AM IST

କେନ୍ଦୁଝର: ସଦର ଥାନା ଅନ୍ତର୍ଗତ ଗୋପାଳପୁର ଠାରେ ଟ୍ରକକୁ ପିଟିଲା ଟ୍ରକ । ଦୁର୍ଘଟଣାରେ ଡ୍ରାଇଭର ଗୁରୁତର । କେନ୍ଦୁଝର 20 ନଂ ଜାତୀୟ ରାଜପଥ ନିକଟରେ ଏକ ଦୁର୍ଘଟଣାଗ୍ରସ୍ତ ଟ୍ରକକୁ ପଛ ପଟୁ ଧକ୍କା ଦେଇଥିଲା ଆଇରନ ବୋଝେଇ ଟ୍ରକ । ତେବେ ଗୁରୁତର ଡ୍ରାଇଭରଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଭର୍ତ୍ତି କରାଯିବା ସହ ସଦର ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି ।

ଟ୍ରକକୁ ପିଟିଲା ଟ୍ରକ, ଡ୍ରାଇଭର ଗୁରୁତର

କେନ୍ଦୁଝରରୁ ସନ୍ତୋଷ ମହାପାତ୍ର, ଇଟିଭି ଭାରତ

ABOUT THE AUTHOR

...view details