ଓଡିଶା

odisha

ETV Bharat / state

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ରାଜରାସ୍ତାରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ - ଯୁକ୍ତ ଦୁଇ ପରୀକ୍ଷା ବାତିଲ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ଆଜି କେନ୍ଦୁଝର ଗାନ୍ଧୀ ଛକ ବନ୍ଦ କରି ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଯୁକ୍ତ ଦୁଇ ଛାତ୍ରଛାତ୍ରୀ । ତେବେ ବିନା ପାଠ ପଢାରେ ପରୀକ୍ଷା ହୋଇପାରିବ ନାହିଁ ବୋଲି ଛାତ୍ରଛାତ୍ରୀ କହିଛନ୍ତି। ଅଧିକ ପଢନ୍ତୁ

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ରାଜରାସ୍ତାରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ
ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ରାଜରାସ୍ତାରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

By

Published : Feb 3, 2022, 2:14 PM IST

କେନ୍ଦୁଝର:ଆଜି କେନ୍ଦୁଝର ଗାନ୍ଧୀ ଛକ ବନ୍ଦ କରି ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି ଯୁକ୍ତ ଦୁଇ ଛାତ୍ରଛାତ୍ରୀ । ତେବେ ବିନା ପାଠ ପଢାରେ ପରୀକ୍ଷା ହୋଇପାରିବ ନାହିଁ ବୋଲି ଛାତ୍ରଛାତ୍ରୀ କହିଛନ୍ତି । ପରୀକ୍ଷା ହେଲେ ଆମ ଭବିଷ୍ୟତ ଅନିଶ୍ଚିତତା ଭିତରକୁ ଚାଲିଯିବ ବୋଲି ଏଭଳି ଅଭିଯୋଗ ଆଣିଛନ୍ତି ଛାତ୍ରଛାତ୍ରୀ ।

ଯୁକ୍ତ ଦୁଇ ପରୀକ୍ଷା ବାତିଲ ଦାବିରେ ରାଜରାସ୍ତାରେ ଛାତ୍ରଛାତ୍ରୀଙ୍କ ବିକ୍ଷୋଭ

ସୂଚନା ଅନୁସାରେ, ଜିଲ୍ଲାର ବିଭିନ୍ନ ଯୁକ୍ତ ଦୁଇ ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଗାନ୍ଧୀ ଛକ ବନ୍ଦ କରି ରାସ୍ତା ଅବରୋଧ କରି ବିକ୍ଷୋଭ ପ୍ରଦର୍ଶନ କରିଥିଲେ ।ବିକ୍ଷୋଭ ପାଇଁ ସହର ମଧ୍ୟରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ମନ୍ତ୍ରୀ ସମୀର ଦାସ ଯଥାଶୀଘ୍ର ପରୀକ୍ଷା ବାତିଲ କରିବାକୁ ଦାବି କରିଛନ୍ତି ବିକ୍ଷୋଭରତ ଛାତ୍ରଛାତ୍ରୀ । ଦାବି ନମାନିଲେ ଆଗାମୀ ଦିନରେ ଆନ୍ଦୋଳନ ତୀବ୍ରତର କରାଯିବ ବୋଲି ବିକ୍ଷୋଭକାରୀ ଚେତାବନୀ ଦେଇଛନ୍ତି ।

କେନ୍ଦୁଝରରୁ ସନ୍ତୋଷ କୁମାର ମହାପାତ୍ର, ଇଟିଭି ଭାରତ

ABOUT THE AUTHOR

...view details