ଖୋର୍ଦ୍ଧା:ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ପ୍ରାଣୀ ଚିକିତ୍ସାଳୟରେ ଆଜି ଅପରାହ୍ନରେ ଭୀଷଣ ଅଗ୍ନିକାଣ୍ଡରେ ବ୍ୟାପକ ଜିନିଷପତ୍ର ନଷ୍ଟ ହୋଇଛି । କାର୍ଯ୍ୟାଳୟ ପରିସରରେ ନିଆଁ ଲାଗିଯାଇ ଥିବା ବେଳେ ଏହାର ପ୍ରଭାବ ଏତେ ଥିଲା ଯେ ଚାରିଆଡେ ଧୂଆଁମୟ ହୋଇଯାଇଥିଲା । ଅଞ୍ଚଳବାସୀ ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଛି ।
ବାଲୁଗାଁ ପ୍ରାଣୀ ଚିକିତ୍ସାଳୟରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ - ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ପ୍ରାଣୀ ଚିକିତ୍ସାଳୟରେ ଅଗ୍ନିକାଣ୍ଡ
ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ପ୍ରାଣୀ ଚିକିତ୍ସାଳୟରେ ଆଜି ଅପରାହ୍ନରେ ଭୀଷଣ ଅଗ୍ନିକାଣ୍ଡରେ ବ୍ୟାପକ ଜିନିଷପତ୍ର ନଷ୍ଟ ହୋଇଛି । କାର୍ଯ୍ୟାଳୟ ପରିସରରେ ନିଆଁ ଲାଗିଯାଇ ଥିବାବେଳେ ଏହାର ପ୍ରଭାବ ଏତେ ଥିଲା ଯେ ଚାରିଆଡେ ଧୂଆଁମୟ ହୋଇଯାଇଥିଲା । ଅଧିକ ପଢନ୍ତୁ
ବାଲୁଗାଁ ପ୍ରାଣୀ ଚିକିତ୍ସାଳୟରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ବାଲୁଗାଁ ପ୍ରାଣୀ ଚିକିତ୍ସାଳୟରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ
ତେବେ ପ୍ରାଥମିକ ତଦନ୍ତରୁ ସର୍ଟ ସର୍କିଟ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ଅଗ୍ନିକାଣ୍ଡ ସମୟରେ କୌଣସି କର୍ମଚାରୀ ଉପସ୍ଥିତ ନଥିବାବେଳେ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ଅନୁମାନ କରାଯାଉଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ