ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ସଭାପତି(Khordha District Planning Board chairman) ହେଲେ ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ(Begunia MLA Rajendra Sahu) । ରାଜ୍ୟପାଳଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ସୂଚନାଯୋଗ୍ୟ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ, ବାଲୁଗାଁ ବିଜେପି ନଗର ମଣ୍ଡଳ ସଭାପତିଙ୍କୁ ଜାତିଆଣ ଆକ୍ଷେପ କରି ମାଡ଼ ମାରିବା ଅଭିଯୋଗ ପରେ ତାଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଥିଲା ।
ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହେଲେ ବିଧାୟକ ରାଜେନ୍ଦ୍ର ସାହୁ - ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ରାଜେନ୍ଦ୍ର ସାହୁ
ଖୋର୍ଦ୍ଧା ଜିଲ୍ଲା ଯୋଜନା ବୋର୍ଡ ସଭାପତି(Khordha District Planning Board chairman) ହେଲେ ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ । ରାଜ୍ୟପାଳଙ୍କ ନିର୍ଦ୍ଦେଶରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅଧିକ ପଢନ୍ତୁ
ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ହେଲେ ବେଗୁନିଆ ବିଧାୟକ ରାଜେନ୍ଦ୍ର ସାହୁ
ଦଳର ଛବିକୁ ସାଧାରଣରେ କଳୁଷିତ କରିଥିବା କାରଣରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ପଦରୁ ହଟାଇ ଦେଇଥିଲେ। ତେବେ ସେପ୍ଟେମ୍ବର ୮ ତାରିଖରୁ ଜିଲ୍ଲା ଯୋଜନା ବୋର୍ଡ ସଭାପତି ପଦ ଖାଲି ପଡ଼ିଥିଲା ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ