ଓଡିଶା

odisha

By

Published : Dec 23, 2022, 9:22 AM IST

ETV Bharat / state

ଓଡିଶା ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଆସନ୍ତା 28 ତାରିଖରେ ଓଡ଼ିଶା ଗସ୍ତରେ ଆସିବାର ସମ୍ଭାବନା ରହିଛି । ଅଧିକ ପଢ଼ନ୍ତୁ

bjp national president jp nadda
ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା

ଭୁବନେଶ୍ବର: ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା (BJP National President JP Nadda) । ଆସନ୍ତା 28 କିମ୍ବା 29 ତାରିଖରେ ଓଡ଼ିଶା ଗସ୍ତରେ ଆସିବାର ସମ୍ଭାବନା ରହିଛି । ଗସ୍ତ ବେଳେ ଲୋକସଭା ପ୍ରଭାସ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୨୦୨୪ ପାଇଁ ବିଜେପିର ଜୋରଦାର ପ୍ରସ୍ତୁତି ଚାଲିଛି । ବିଜେପି ଫୋକସରେ ଓଡିଶା ରହିଛି । ଏହି ପରିପ୍ରେକ୍ଷୀରେ ଅନୁଷ୍ଠିତ ବିଜେପିର ପ୍ରବାସ କାର୍ଯ୍ୟକ୍ରମରେ ଜେପି ନଡ୍ଡା ଯୋଗଦେବେ ।

ଦଳୀୟ ନେତାଙ୍କ ସହ କରିବେ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । 2024 ନିର୍ବାଚନ ପାଇଁ ଗୁରୁତ୍ବପୂର୍ଣ୍ଣ ବୈଠକ ହୋଇପାରେ ବୋଲି ସୂଚନା ରହିଛି । କିପରି ଓଡିଶାରେ ଦଳ ବାଜି ମାରିବ ଲୋକଙ୍କ ନିକଟତର ହେବ ଏନେଇ ଦଳୀୟ କର୍ମୀଙ୍କୁ ଗୁରୁମନ୍ତ୍ରୀ ଦେବେ ନଡ୍ଡା ।

ଇଟିଭି ଭାରତ, ଭୁବନେଶ୍ବର

ABOUT THE AUTHOR

...view details