ଓଡିଶା

odisha

ETV Bharat / state

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ - Deadly attacks centered on previous hostilities

ବାଣପୁର ଥାନା ଅନ୍ତର୍ଗତ ସଲପଡିହ ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଲପଡିହ ଗ୍ରାମର ଦେବରାଜ କରଣଙ୍କୁ ଜଣେ ଯୁବକ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଅଧିକ ପଢନ୍ତୁ...

ଯୁବକ
ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ମରଣାନ୍ତକ ଆକ୍ରମଣ

By

Published : Jun 4, 2020, 7:52 AM IST

Updated : Jun 4, 2020, 8:17 AM IST

ଖୋର୍ଦ୍ଧା: ବାଣପୁର ଥାନା ଅନ୍ତର୍ଗତ ସଲପଡିହ ଗ୍ରାମରେ ଘଟିଛି ଏକ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସଲପଡିହ ଗ୍ରାମର ଦେବରାଜ କରଣଙ୍କୁ ଜଣେ ଯୁବକ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ

ଯୁବକ ଜଣକ ଏକ ଧାରୁଆ ଅସ୍ତ୍ରରେ ଦେବରାଜଙ୍କୁ ଆକ୍ରମଣ କରିବାରୁ ତାଙ୍କ ଶରୀରର ବିଭିନ୍ନ ଅଙ୍ଗରେ ଗଭୀର କ୍ଷତ ସୃଷ୍ଟି ହୋଇଛି । ଗୁରୁତର ଅବସ୍ଥାରେ ଦେବରାଜଙ୍କୁ ପ୍ରଥମେ ଟାଙ୍ଗୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା । ହେଲେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି । ସେପଟେ ବାଣପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି ।

ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ

Last Updated : Jun 4, 2020, 8:17 AM IST

ABOUT THE AUTHOR

...view details