ଖୋର୍ଦ୍ଧା: ହୀରାକୁଦର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀରେ ଆସିଛି ବନ୍ୟାଜଳ । ଏହି ବନ୍ୟାଜଳ ଯୋଗୁଁ ଖୋର୍ଦ୍ଧା ବ୍ଲକର ଦୁଇଟି ଗ୍ରାମପଞ୍ଚାୟତର ଓରବରସିଂହ ଗ୍ରାମପଞ୍ଚାୟତର ଡିହଖଳା, ଓରବରସିଂହ, ଦୁର୍ଗାପୁର, ହିରିମୂଳ ଗ୍ରାମ ସଂପୂର୍ଣ୍ଣ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି ।
ଖୋର୍ଦ୍ଧାରେ ବନ୍ୟା ପରିସ୍ଥିତି ଜଟିଳ - ମହାନଦୀ ବନ୍ୟାଜଳ
ହୀରାକୁଦର ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ମହାନଦୀରେ ଆସିଛି ବନ୍ୟାଜଳ । ବନ୍ୟାଜଳ ଯୋଗୁଁ ଖୋର୍ଦ୍ଧା ବ୍ଲକର ଦୁଇଟି ଗ୍ରାମପଞ୍ଚାୟତର ଓରବରସିଂହ ଗ୍ରାମପଞ୍ଚାୟତର ଡିହଖଳା, ଓରବରସିଂହ, ଦୁର୍ଗାପୁର, ହିରିମୂଳ ଗ୍ରାମ ସଂପୂର୍ଣ୍ଣ ବାହ୍ୟଜଗତରୁ ବିଚ୍ଛିନ୍ନ ହୋଇଛି । ଅଧିକ ପଢନ୍ତୁ...
![ଖୋର୍ଦ୍ଧାରେ ବନ୍ୟା ପରିସ୍ଥିତି ଜଟିଳ ଖୋର୍ଦ୍ଧାରେ ବନ୍ୟା ପରିସ୍ଥିତି ଜଟିଳ](https://etvbharatimages.akamaized.net/etvbharat/prod-images/768-512-8608458-476-8608458-1598715607363.jpg)
ଖୋର୍ଦ୍ଧାରେ ବନ୍ୟା ପରିସ୍ଥିତି ଜଟିଳ
ଖୋର୍ଦ୍ଧାରେ ବନ୍ୟା ପରିସ୍ଥିତି ଜଟିଳ
ସେହିପରି ଲୋକମାନଙ୍କୁ ସୁରକ୍ଷିତ ସ୍ଥାନକୁ ନେବା ପାଇଁ ପ୍ରଶାସନ ପ୍ରକ୍ରିୟା ଆରମ୍ଭ କରିଛି । ସେପଟେ ବନ୍ୟା ପାଇଁ ଫସି ରହିଥିବା ଲୋକଙ୍କୁ ସରକାରଙ୍କ ପକ୍ଷରୁ ରିଲିଫ ବଣ୍ଟନ କରାଯିବା ସହ ଯାତାୟାତ ପାଇଁ ଡଙ୍ଗାର ବ୍ୟବସ୍ଥା କରାଯାଇଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ