ଖୋର୍ଦ୍ଧା: ଅଜଣା ଗାଡି ଧକ୍କାରେ ବାଇକ ଆରୋହୀଙ୍କ ମୃତ୍ୟୁ। ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡି ଅନ୍ତର୍ଗତ ମୁକୁନ୍ଦପ୍ରସାଦ ପିତାପଲି ରାସ୍ତାରେ ଘଟିଛି ଅଘଟଣ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ଖୋର୍ଦ୍ଧା ମେଡ଼ିକାଲକୁ ପଠାଇ ଘଟଣାର ତଦନ୍ତ ଚଳାଇଛି। ତେବେ ମୃତକଙ୍କ ପରିଚୟ ମିଳିପାରିନାହିଁ ।
ଗାଡି ଧକାରେ ବାଇକ ଆରୋହୀ ମୃତ