ଖୋର୍ଦ୍ଧା: ଅଜଣା ଗାଡି ଧକ୍କାରେ ଜଣେ ମୃତ ଓ ଅନ୍ୟଜଣେ ଗୁରୁତର । ଜଙ୍କିଆ ଥାନା ଅନ୍ତର୍ଗତ ବଡ଼ପୋଖରିଆ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ତେବେ ଏକ ଅଜଣା ଗାଡି ସ୍କୁଟିକୁ ପଛପଟୁ ପିଟି ଦେଇ ଫେରାର ହୋଇଯାଇଥିବା ଜଣାପଡ଼ିଛି ।
ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର - one dead, one injured
ଅଜଣା ଗାଡି ଧକ୍କାରେ ଜଣେ ମୃତ ଓ ଅନ୍ୟଜଣେ ଗୁରୁତର । ଜଙ୍କିଆ ଥାନା ଅନ୍ତର୍ଗତ ବଡ଼ପୋଖରିଆ ଛକ ନିକଟରେ ଘଟିଛି ଏହି ଦୁର୍ଘଟଣା । ଅଧିକ ପଢନ୍ତୁ...
![ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର](https://etvbharatimages.akamaized.net/etvbharat/prod-images/768-512-11552815-thumbnail-3x2-khurdha.jpg)
ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
ଅଜଣା ଗାଡି ଧକ୍କାରେ ଜଣେ ମୃତ, ଜଣେ ଗୁରୁତର
ଅନ୍ୟପଟେ ମୃତକଙ୍କ ପରିଚୟ ମିଳିନଥିବାବେଳେ ଖବରପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ଗୁରୁତର ଆହତଙ୍କୁ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ