ଭୁବନେଶ୍ବର: ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ମହାତ୍ମା ଗାନ୍ଧୀଙ୍କ 150 ତମ ଜନ୍ମଜୟନ୍ତୀ ଉପଲକ୍ଷେ ରାଷ୍ଟ୍ରପତି ଭବନରେ ଆୟୋଜିତ କମିଟି ବୈଠକରେ ଯୋଗଦେବେ। ରବିବାର ଭୁବନେଶ୍ବର ଫେରିବେ ମୁଖ୍ୟମନ୍ତ୍ରୀ।
ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ - odisha cm naveen patnaik
ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଗୁରୁବାର ମହାତ୍ମା ଗାନ୍ଧୀଙ୍କ 150 ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ରାଷ୍ଟ୍ରପତି ଭବନରେ ଆୟୋଜିତ କମିଟି ବୈଠକରେ ଯୋଗ ଦେବେ।
![ଆସନ୍ତାକାଲି ଦିଲ୍ଲୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ naveen](https://etvbharatimages.akamaized.net/etvbharat/prod-images/768-512-5407329-thumbnail-3x2-navin-patnaik-arvind-jain.jpg)
naveen
ଭୁବନେଶ୍ବରରୁ ଜ୍ଞାନଦର୍ଶୀ ସାହୁ, ଇଟିଭି ଭାରତ