ଖୋର୍ଦ୍ଧା: ଜଙ୍ଗଲରୁ ମହିଳାଙ୍କ ମୃତଦେହ ଉଦ୍ଧାର । ମର୍ଣ୍ଣିଂ ୱାର୍କ କରୁଥିବା ବେଳେ ମୃତଦେହ ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ । ମୃତ ମହିଳା ହେଲେ ହଳଦିଆର ବସନ୍ତ ମଞ୍ଜରୀ ଭଞ୍ଜ ବୋଲି ଜଣାପଡିଛି ।
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର - ଅଜଣା ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରି ତଦନ୍ତ ଜାରି ରଖିଛି ସ୍ଥାନୀୟ ପୋଲିସ । ଅଧିକ ପଢନ୍ତୁ...

ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ନବୋଦୟ ବିଦ୍ୟାଳୟ ପାଖ ଜଙ୍ଗଲରେ ଘଟିଛି ଏହି ଅଘଟଣ । ଖବର ପାଇ ଖୋର୍ଦ୍ଧା ଆଦର୍ଶ ଥାନା ପୋଲିସ ପହଞ୍ଚି ମୃତଦେହକୁ ଜବତ କରି ଅଧିକ ତଦନ୍ତ ଜାରି ରଖିଛି ।
ଖୋର୍ଦ୍ଧାରୁ ଗୋବିନ୍ଦ ଚନ୍ଦ୍ର ପଣ୍ଡା, ଇଟିଭି ଭାରତ
Last Updated : May 14, 2021, 9:17 AM IST