ଭୁବନେଶ୍ବର: ନଭେମ୍ବର ୨୪ରୁ ଆରମ୍ଭ ହେବାକୁ ଯାଉଛି ରାଜ୍ୟ ବିଧାନସଭାର ଶୀତକାଳୀନ ଅଧିବେଶନ । ନଭେମ୍ବର ୨୪ରୁ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ଯାଏଁ ଚାଲିବ । ଶୀତ ଅଧିବେଶନରେ ମୋଟ ୩୩ଟି କାର୍ଯ୍ୟ ଦିବସ ରହିଛି । ଏହି ଅଧିବେଶନରେ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ଅତିରିକ୍ତ ବଜେଟ ଆଗତ କରିପାରନ୍ତି ଅର୍ଥ ମନ୍ତ୍ରୀ ନିରଞ୍ଜନ ପୂଜାରୀ ।
ଏହା ବି ପଢନ୍ତୁ...Dhamnagar Bypoll: ପୂର୍ବାହ୍ନ 11ଟା ସୁଦ୍ଧା 22.36 ପ୍ରତିଶତ ଭୋଟିଂ