ଓଡିଶା

odisha

ETV Bharat / state

ଲୋକସଭା ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ପତ୍ର ଦାଖଲ

ଲୋକସଭା ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀପତ୍ର ଦାଖଲ ହୋଇଛି । କୋରାପୁଟ ସିପିଆଇ(ଏମଏଲ) ରେଡ଼ଷ୍ଟାର ପକ୍ଷରୁ ରାଜେନ୍ଦ୍ର କେନ୍ଦ୍ରୁକା ଏହି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି ।

By

Published : Mar 22, 2019, 7:06 AM IST

ଫଟୋ ସୌଜନ୍ୟ: ସମ୍ବାଦଦାତା, କୋରାପୁଟ

କୋରାପୁଟ: ଲୋକସଭା ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀପତ୍ର ଦାଖଲ ହୋଇଛି । କୋରାପୁଟ ସିପିଆଇ(ଏମଏଲ) ରେଡ଼ଷ୍ଟାର ପକ୍ଷରୁ ରାଜେନ୍ଦ୍ର କେନ୍ଦ୍ରୁକା ଏହି ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀଙ୍କ ଉପସ୍ଥିତିରେ ପ୍ରାର୍ଥୀପତ୍ର ଦାଖଲ କରାଯାଇଛି ।

ଭିଡିଓ ସୌଜନ୍ୟ: ସମ୍ବାଦଦାତା, କୋରାପୁଟ

ସେହିପରି ଲକ୍ଷ୍ମୀପୁର ବିଧାନସଭା ପ୍ରାର୍ଥୀ ଭାବେ ପୂର୍ଣ୍ଣ ମାଣ୍ଡାଙ୍ଗି କୋରାପୁଟ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ରାଜ୍ୟରେ ବିଜେଡି ଓ କେନ୍ଦ୍ରରେ ବିଜେପି ସରକାରଙ୍କ ଜନବିରୋଧୀ କାର୍ଯ୍ୟକ୍ରମକୁ ବିରୋଧ କରି ଦଳ ଚଳିତ ନିର୍ବାଚନ ରଣାଙ୍ଗନରେ ଓହ୍ଲାଇବ ବୋଲି କୋରାପୁଟ ଜିଲ୍ଲା ସମ୍ପାଦକ ବିବେକ ରଞ୍ଜନ ସୂଚନା ଦେଇଛନ୍ତି ।

କୋରାପୁଟରୁ ସିଏଚ୍ ଶାନ୍ତାକାର, ଇଟିଭି ଭାରତ

ABOUT THE AUTHOR

...view details