କୋରାପୁଟ: କେନ୍ଦ୍ରୀୟ ବିଶ୍ବ ବିଦ୍ୟାଳୟରେ କୋରୋନା ଲଗାଇଲା ତାଲା । କୋରୋନା ଭାଇରସର ପ୍ରଭାବକୁ ରୋକିବା ପାଇଁ ଓଡ଼ିଶା ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲ୍ଲାର ସୁନାବେଡା ଠାରେ ଥିବା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ଶ୍ରେଣୀ ଓ ଛାତ୍ରାବାସ ଆଜିଠାରୁ ଆସନ୍ତା 31 ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି ।
କୋରୋନା ପ୍ରଭାବରେ ବନ୍ଦ ହେଲା କେନ୍ଦ୍ରୀୟ ବିଶ୍ଵ ବିଦ୍ୟାଳୟ - କରୋନା ପ୍ରଭାବ
କୋରୋନା ଭାଇରସର ପ୍ରଭାବକୁ ରୋକିବା ପାଇଁ ଓଡ଼ିଶାର ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ କୋରାପୁଟ ଜିଲ୍ଲାର ସୁନାବେଡା ଠାରେ ଥିବା କେନ୍ଦ୍ରୀୟ ବିଶ୍ବବିଦ୍ୟାଳୟର ଶ୍ରେଣୀ ଓ ଛାତ୍ରାବାସ ଆଜିଠାରୁ ଆସନ୍ତା 31 ତାରିଖ ପର୍ଯ୍ୟନ୍ତ ବନ୍ଦ ରଖିବାକୁ ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ ନିଷ୍ପତ୍ତି ନେଇଛନ୍ତି । ଅଧିକ ପଢନ୍ତୁ...
କରୋନା ପ୍ରଭାବରେ ବନ୍ଦ ହେଲା କେନ୍ଦ୍ରୀୟ ବିଶ୍ଵ ବିଦ୍ୟାଳୟ
ଆଜିଠାରୁ 48 ଘଣ୍ଟା ମଧ୍ୟରେ ଛାତ୍ରାବାସ ଛାଡିବା ପାଇଁ ଛାତ୍ରଛାତ୍ରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର ଅସିତ କୁମାର ଦାସ ଏକ ପ୍ରେସ ବିଜ୍ଞପ୍ତି ଜରିଆରେ ଜଣାଇଛନ୍ତି ।
କୋରାପୁଟରୁ ସିଏଚ ଶାନ୍ତାକାର, ଇଟିଭି ଭାରତ