କୋରାପୁଟ:ବହୁ ଚର୍ଚ୍ଚିତ ଟିକିରି ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତଙ୍କ ମୃତ୍ୟୁ ହୋଇଛି । ମୁଖ୍ୟ ଅଭିଯୁକ୍ତ ନେତ୍ରାନନ୍ଦ ଦଣ୍ଡସେନାଙ୍କ କୋରାପୁଟ କାରାଗାରରେ ଦଣ୍ଡ ଭୋଗୁଥିଲେ । ହେଲେ ରବିବାର ବିଳମ୍ବିତ ରାତିରେ ସେ ଅସୁସ୍ଥ ହୋଇ ପଡିଥିଲେ ।
ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ମୃତ - ଶିକ୍ଷୟତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲା
ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ମୃତ । ମୃତ୍ୟୁର କାରଣ ଅସ୍ପଷ୍ଟ । 2016ରୁ କୋରାପୁଟ ସର୍କଲ କାରାଗାରରେ ଭୋଗୁଥିଲେ ସଜା । ଅଧିକ ପଢନ୍ତୁ...
![ଶିକ୍ଷୟିତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ମୃତ Netrananda Dandasena has died in last night](https://etvbharatimages.akamaized.net/etvbharat/prod-images/768-512-8446782-thumbnail-3x2-death-jp.jpg)
ଶିକ୍ଷୟତ୍ରୀ ଇତିଶ୍ରୀ ପ୍ରଧାନ ହତ୍ୟା ମାମଲା : ମୁଖ୍ୟ ଅଭିଯୁକ୍ତର ମୃତ୍ୟୁ
ଫଳରେ ଜେଲ କର୍ତ୍ତୃପକ୍ଷ ତାଙ୍କୁ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରିଥିଲେ । ହେଲେ ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । କିନ୍ତୁ ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ନାହିଁ । 2016 ମସିହାରେ ସେ କୋରାପୁଟ ସର୍କଲ କାରାଗାରକୁ ଆସିଥିବା ସୂଚନା ମିଳିଛି ।
କୋରାପୁଟରୁ ସିଏଚ.ଶାନ୍ତାକାର, ଇଟିଭି ଭାରତ
TAGGED:
ମୁଖ୍ୟ ଅଭିଯୁକ୍ତର ମୃତ୍ୟୁ