କୋରାପୁଟ: ଭିଜିଲାନ୍ସ ଜାଲରେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ପ୍ରଦୀପ କୁମାର ମହାନ୍ତି । ଆୟର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସ ଟିମ ତାଙ୍କୁ ଅଟକ ରଖିଛନ୍ତି ।
ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ
ଆୟର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଜୟପୁର ଭିଜିଲାନ୍ସ ଟିମ ତାଙ୍କୁ ଅଟକ ରଖିଛନ୍ତି ।
ଭିଜିଲାନ୍ସ ଜାଲରେ କୋରାପୁଟ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ
ଗୁରୁବାର ପ୍ରଦୀପ ଜୟପୁରରୁ ଭୁବନେଶ୍ୱର ଅଭିମୁଖେ ଏକ ବ୍ୟକ୍ତିଗତ ଇନୋଭା କାରରେ ଯାଉଥିବାବେଳେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ ଟିମ ଜୟପୁର ନିକଟସ୍ଥ ଦେବୀଘାଟ ନିକଟରେ ତାଙ୍କ ଗାଡିକୁ ଅଟକାଇ ଥିଲା । ପରେ ତାଙ୍କୁ ଜୟପୁରସ୍ଥିତ ଭିଜିଲାସନ୍ସ କାର୍ଯ୍ୟାଳୟକୁ ନେଇଯାଇଛି । ତାଙ୍କ ନିକଟରୁ ବର୍ତ୍ତମାନ ପର୍ଯ୍ୟନ୍ତ 11ଲକ୍ଷ 31ହଜାର ଟଙ୍କା ଜବତ ହୋଇଥିବା ସୂଚନା ମିଳିଛି ।
କୋରାପୁଟରୁ ସିଏଚ ଶାନ୍ତାକାର, ଇଟିଭି ଭାରତ