ମାଲକାନଗିରି: ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର । ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ପାଙ୍ଗାମ ନଦୀ ପୋଲ ତଳକୁ ଖସିଗଲା କାର । ଗାଡିଟି ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଆସୁଥିବାବେଳେ ଡ୍ରାଇଭରର ଆଖି ଲାଗିଯିବାରୁ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି ।
ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର
ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ପାଙ୍ଗାମ ନଦୀ ପୋଲ ତଳକୁ ଖସିଗଲା କାର । ଗାଡିଟି ଭୁବନେଶ୍ୱରରୁ ମାଲକାନଗିରି ଅଭିମୁଖେ ଆସୁଥିବାବେଳେ ଦୁର୍ଘଟଣା ଘଟିଥିବା ସୂଚନା ମିଳିଛି । ଅଧିକ ପଢନ୍ତୁ...
ଭାରସାମ୍ୟ ହରାଇ ପୋଲ ତଳକୁ ଖସିଲା କାର
ତେବେ କାରରେ ୪ଜଣ ଯାତ୍ରୀ ଥିବାବେଳେ କାହାର କିଛି କ୍ଷତି ହୋଇନଥିବା ଜଣାପଡ଼ିଛି । ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି ।
ମାଲକାନଗିରିରୁ ଦେବଦତ୍ତ ବେହେରା, ଇଟିଭି ଭାରତ