ମାଲକାନଗିରି: ମାଲକାନଗିରି ଦୁର୍ନୀତି ନିବାରଣ ବିଭାଗ ତରଫରୁ ଆଜି(ବୁଧବାର) ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କାର୍ଯ୍ୟାଳୟ ଠାରେ ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ ଏନଆରଏଚଏମ୍ ର ଡିପିଏମ ସୁଦୀପ କେଶ 20 ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି ।
ଭିଜିଲାନ୍ସ ଜାଲରେ ମାଲକାନଗିରି ଏନଆରଏଚଏମ୍ ଡିପିଏମ ସୁଦୀପ - ମାଲକାନଗିରି ସିଡିଏମଓ ଅଫିସ
ମାଲକାନଗିରି ଦୁର୍ନୀତି ନିବାରଣ ବିଭାଗ ତରଫରୁ ଆଜି ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ କାର୍ଯ୍ୟାଳୟ ଠାରେ ଚଢ଼ାଉ କରିଥିଲେ । ଚଢ଼ାଉ ସମୟରେ ଏନଆରଏଚଏମ୍ ର ଡିପିଏମ ସୁଦୀପ କେଶ 20 ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡିଛନ୍ତି । ଅଧିକ ପଢନ୍ତୁ...
ଭିଜିଲାନ୍ସ ଜାଲରେ ମାଲକାନଗିରି ଏନଆରଏଚଏମ୍ ଡିପିଏମ ସୁଦୀପ
ମାଲକାନଗିରିରୁ ଦେବଦତ୍ତ ବେହେରା, ଇଟିଭି ଭାରତ