ଓଡିଶା

odisha

ETV Bharat / state

ପୁଣି ଲଜ୍ଜା, ପ୍ରଥମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ - ପ୍ରଥମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

ମୟୂରଭଞ୍ଜ ଜିଲ୍ଲାରେ ପୁଣି ଲଜ୍ଜା । ପ୍ରଥମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଅଧିକ ପଢନ୍ତୁ...

Class 1 Student Rape Case
ଫାଇଲ ଫଟୋ

By

Published : Jan 10, 2020, 2:33 AM IST

ରାଇରଙ୍ଗପୁର: ମୟୂରଭଞ୍ଜ ଜିଲ୍ଲାରେ ପୁଣି ଲଜ୍ଜା । ପ୍ରଥମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ । ଏପରି ଏକ ଲଜ୍ଜ୍ୟାଜନକ ତଥା ସମ୍ବେଦନଶୀଳ ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ଗୋରୁମହିଷାଣୀ ଥାନା ଅଞ୍ଚଳରେ ।

ପ୍ରଥମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗ

ସୂଚନା ଅନୁଯାୟୀ ଗୋରୁମହିଷାଣୀ ଥାନା ଅଞ୍ଚଳର ଏକ ଆବାସିକ ବିଦ୍ୟାଳୟର ୪୫ ବର୍ଷିୟା ରୋଷେଇୟା ସେହି ଆବାସିକ ବିଦ୍ୟାଳୟର ଛାତ୍ରୀ ନିବାସ ରେ ରହୁଥିବା ପ୍ରଥମ ଶ୍ରେଣୀ ଛାତ୍ରୀଙ୍କ ସହିତ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି । ଅଭିଯୋଗ ଆଧାରରେ ଗୋରୁମହିଷାଣୀ ପୋଲିସ ରୋଷେଇୟା ସାଙ୍ଖ ହେମ୍ବ୍ରମକୁ ଗିରଫ କରିଛି । ରୋଷେଇୟା ଜଣକ ବଳରାମପୁର ଗ୍ରାମର ବୋଲି ଜଣାପଡ଼ିଛି ।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

ABOUT THE AUTHOR

...view details