ବାରିପଦା: ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ ଥାନା ପୁରୁଣା ହାଟ ସାହି ଏକ ନାଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବାରିପଦା ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ପୁରୁଣା ହାଟ ସାହିର ଏକ ପରିତ୍ୟକ୍ତ ନାଳ ଭିତରେ ଜଣେ ଯୁବକର ମୃତଦେହ ଭାସୁଥିବା ଦେଖି ସ୍ଥାନୀୟ ଲୋକେ ପୋଲିସକୁ ଖବର ଦେଇଥିଲେ।
ପରିତ୍ୟକ୍ତ ନାଳ ଭିତରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର - ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
ମୟୂରଭଞ୍ଜ ଜିଲ୍ଲା ବାରିପଦା ଟାଉନ ଥାନା ପୁରୁଣା ହାଟ ସାହି ଏକ ନାଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି। ବାରିପଦା ଟାଉନ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଅଧିକ ଖବର ପଢନ୍ତୁ...
ପରିତ୍ୟକ୍ତ ନାଳ ଭିତରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର
ଖବର ପାଇ ବାରିପଦା ଟାଉନ ପୋଲିସ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନାଳ ଭିତରୁ ମୃତଦେହ ଉଦ୍ଧାର କରିଛି। ତେବେ ମୃତ ଯୁବକଙ୍କ ପରିଚୟ ମିଳିନଥିବା ଜଣାପଡିଛି।
ମୟୂରଭଞ୍ଜରୁ ମୃତ୍ୟୁଞ୍ଜୟ ସେନାପତି, ଇଟିଭି ଭାରତ