ଓଡିଶା

odisha

By

Published : Apr 20, 2020, 11:25 PM IST

ETV Bharat / state

ବାରିପଦା ପି ଆର ଏମ୍ ମେଡ଼ିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଅଗ୍ନିକାଣ୍ଡ

ବାରିପଦା ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ । ତେବେ ବିଶେଷ କ୍ଷୟକ୍ଷତି ଘଟି ନଥିବା ବେଳେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ୍ତ କରିଛି। ଅଧିକ ପଢନ୍ତୁ..

0d_baripada medical college
ବାରିପଦା ପି ଆର ଏମ୍ ମେଡ଼ିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଅଗ୍ନିକାଣ୍ଡ

ବାରିପଦା: ପଣ୍ଡିତ ରଘୁନାଥ ମୁର୍ମୁ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ସର୍ଟ ସର୍କିଟରୁ ଅଗ୍ନିକାଣ୍ଡ । ତେବେ ବିଶେଷ କ୍ଷୟକ୍ଷତି ଘଟି ନଥିବା ବେଳେ ଅଗ୍ନିଶମ ବିଭାଗ ନିଆଁକୁ ଆୟତ୍ତ କରିଛି ।

ବାରିପଦା ପି ଆର ଏମ୍ ମେଡ଼ିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଅଗ୍ନିକାଣ୍ଡ

ପିଆରଏମ୍ ମେଡ଼ିକାଲ କଲେଜର ସାଇକାଟ୍ରିକ ବିଭାଗର ଶୀତ ତାପ ନିୟନ୍ତ୍ରଣ ଯନ୍ତ୍ରରୁ ସର୍ଟ ସର୍କିଟ ହୋଇ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଇଛି ।

ତେବେ ସୌଭାଗ୍ୟବସତଃ ସାଇକାଟ୍ରିକ ବିଭାଗରେ କୌଣସି ରୋଗୀ ନଥିଲେ । ନିଆଁ ଲାଗିବା ଖବର ପାଇ ଅଗ୍ନିଶମ ବିଭାଗ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । ତେବେ ଅଗ୍ନିକାଣ୍ଡରେ ବିଶେଷ କ୍ଷୟକ୍ଷତି ହୋଇ ନଥିବା ଜଣାପଡିଛି ।

ମୟୁରଭଞ୍ଜରୁ ମୃତ୍ତୁଞ୍ଜୟ ସେନାପତି, ଇଟିଭି ଭାରତ

ABOUT THE AUTHOR

...view details