ଓଡିଶା

odisha

ETV Bharat / state

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ଚାଳକ ମୃତ

ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ହଳଦା କଲୋନୀ ସାହିରେ ଅଘଟଣ । ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର । ଟ୍ରାକ୍ଟର ତଳେ ଚାପି ହୋଇ ଚାଳକଙ୍କର ମୃତ୍ୟୁ ଘଟିଛି । ପଢନ୍ତୁ ସମ୍ପୂର୍ଣ୍ଣ ଖବର...

By

Published : Sep 6, 2020, 7:52 PM IST

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ଚାଳକ ମୃତ
ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ଚାଳକ ମୃତ

ରାଇରଙ୍ଗପୁର: ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର । ଟ୍ରାକ୍ଟର ତଳେ ଚାପି ହୋଇ ଚାଳକ ମୃତ । ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର ଟାଉନ ଥାନା ହଳଦା କଲୋନୀ ସାହିରେ ।

ଭାରସାମ୍ୟ ହରାଇ ଓଲଟିଲା ଟ୍ରାକ୍ଟର, ଚାଳକ ମୃତ

ସୂଚନା ଅନୁସାରେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ରାସ୍ତା କଡରେ ଥିବା ବିଲରେ ଓଲଟି ପଡିଥିଲା । ଫଳରେ ଡ୍ରାଇଭର ଜଣକ ଟ୍ରାକ୍ଟର ତଳେ ଚାପି ହୋଇ ଘଟଣାସ୍ଥଳରେ ହିଁ ତାଙ୍କ ମୃତ୍ୟୁ ଘଟିଛି । ମୃତ ଚାଳକ ଜଣକ ହେଲେ ହଳଦା କଲୋନୀ ସାହିର ଭୀମସେନ ସୋରେନ । ଖବର ପାଇ ଦମକଳ ବାହିନୀ ଓ ପୋଲିସ ପହଞ୍ଚି ଡ୍ରାଇଭରଙ୍କୁ ଟ୍ରାକ୍ଟର ତଳୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ରାଇରଙ୍ଗପୁର ହସ୍ପିଟାଲକୁ ନିଆଯାଇଛି ।

ରାଇରଙ୍ଗପୁରରୁ ସଞ୍ଜୟ ପରିଡା, ଇଟିଭି ଭାରତ

ABOUT THE AUTHOR

...view details