ଓଡିଶା

odisha

ETV Bharat / state

ନାବାଳିକାଙ୍କୁ ଦୁଷ୍କର୍ମ ପରେ ଅଶ୍ଳୀଳ ଭିଡିଓ ଭାଇରାଲ, ଯୁବକ ଗିରଫ - ଅଶ୍ଳୀଳ ଭିଡିଓ ଭାଇରାଲ କରି ଯୁବକ ଗିରଫ

ନାବାଳିକାଙ୍କୁ ଦୁଷ୍କର୍ମ ଓ ପରେ ଅଶ୍ଳୀଳ ଭିଡିଓ ଭାଇରାଲ କରି ଯୁବକ ଗିରଫ ।

rairangpur
ନାବାଳିକାଙ୍କୁ ଦୁଷ୍କର୍ମ ପରେ ଅଶ୍ଳୀଳ ଭିଡିଓ ଭାଇରାଲ କରି ଯୁବକ ଗିରଫ

By

Published : Jan 15, 2020, 1:44 PM IST

ରାଇରଙ୍ଗପୁର: ଜିଲ୍ଲାରେ ପୁଣି ଲଜ୍ଜା । ନାବାଳିକାଙ୍କୁ ଦୁଷ୍କର୍ମ ଓ ପରେ ଅଶ୍ଳୀଳ ଭିଡିଓ ଭାଇରାଲ କରି ଯୁବକ ଗିରଫ । ନାବାଳିକାର ପରିବାର ଲୋକଙ୍କ ଠାରୁ ଲିଖିତ ଅଭିଯୋଗ ପାଇବା ପରେ ଫେରାର ଥିବା ଯୁବକ ଜଣଙ୍କୁ ଗିରଫ କରିଛି ରାଇରଙ୍ଗପୁର ଟାଉନ ଥାନା ପୋଲିସ । ଗିରଫ ହୋଇଥିବା ଯୁବକ ଜଣକ ହେଲେ ଝାଡ଼ଖଣ୍ଡ ରାଜନଗର ଥାନା ସାରଙ୍ଗପୋଷି ଗ୍ରାମର ସୁନୀଲ ଟୁଡୁ ।

ନାବାଳିକାଙ୍କୁ ଦୁଷ୍କର୍ମ ପରେ ଅଶ୍ଳୀଳ ଭିଡିଓ ଭାଇରାଲ କରି ଯୁବକ ଗିରଫ

ରାଇରଙ୍ଗପୁର ଟାଉନ ଥାନା ପୋଲିସ ଆଇଟି ଆକ୍ଟ ଓ ପୋକ୍ସୋ ଆକ୍ଟ ଅନୁଯାୟୀ ଉକ୍ତ ଯୁବକଙ୍କୁ ଗିରଫ କରି ବାରିପଦା କୋର୍ଟ ଚାଲାଣ କରିଛି ।

ରାଇରଙ୍ଗପୁରରୁ ସଞ୍ଜୟ କୁମାର ପରିଡା, ଇଟିଭି ଭାରତ

ABOUT THE AUTHOR

...view details