ନବରଙ୍ଗପୁର: ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ । 15 ଜଣ ଆହତ ହୋଇଥିବା ବେଳେ 5 ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା । ତେବେ କଳାହାଣ୍ଡି ତଳନେଗି ଗାଁରୁ ନନ୍ଦାହାଣ୍ଡି ବ୍ଲକ ଖୁଣ୍ଟିଆ ଗ୍ରାମକୁ ପାଇପ ଲାଇନ କାମ କରିବାକୁ ଆସୁଥିବା ବାଟରେ ନବରଙ୍ଗପୁର ତେନ୍ତୁଳିଖୁଣ୍ଟି ବ୍ଲକ କହ୍ନେଇମୁଣ୍ଡା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି ।
ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ, 5 ଗୁରୁତର - ଓଲଟିଲା ପିକଅପ୍ ଭ୍ୟାନ
ଭାରସାମ୍ୟ ହରାଇ ଓଲଟିଲା ପିକଅପ୍ ଭ୍ୟାନ । 15 ଜଣ ଆହତ ହୋଇଥିବା ବେଳେ 5 ଜଣଙ୍କ ଅବସ୍ଥା ଗୁରୁତର ଥିବା ସୂଚନା । ଅଧିକ ପଢନ୍ତୁ...

ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ, 5 ଗୁରୁତର
ଭାରସାମ୍ୟ ହରାଇ ରାସ୍ତାରେ ଓଲଟିଲା ପିକଅପ୍ ଭ୍ୟାନ, 5 ଗୁରୁତର
ଆହତମାନଙ୍କୁ ତେନ୍ତୁଳିଖୁଣ୍ଟି ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିବା ବେଳେ, ଗୁରୁତରମାନଙ୍କୁ ନବରଙ୍ଗପୁର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।.
ନବରଙ୍ଗପୁରରୁ ତପନ କୁମାର ବିଷୋୟୀ, ଇଟିଭି ଭାରତ