ଓଡିଶା

odisha

ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ; 1ମୃତ, 1 ଗୁରୁତର

By

Published : May 14, 2020, 4:23 PM IST

ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍ ଅନ୍ତର୍ଗତ ୟୁ.ଭି-୫ ବୁର୍ଜା ଗ୍ରାମ ନିକଟରେ ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ 1 ମୃତ ଜଣେ ଗୁରୁତର । ଅଧିକ ପଢନ୍ତୁ...

bike accident in umerkote 1 death 1 injured
ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ 1 ମୃତ ଜଣେ ଗୁରୁତର

ନବରଙ୍ଗପୁର: ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ 1 ମୃତ ଜଣେ ଗୁରୁତର । ଏଭଳି ଏକ ଦୁଃଖଦ ଘଟଣା ଘଟିଛି ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍ ଅନ୍ତର୍ଗତ ୟୁ.ଭି-୫ ବୁର୍ଜା ଗ୍ରାମ ନିକଟରେ । ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିନାହିଁ ।

ଭାରସାମ୍ୟ ହରାଇ ଗଛକୁ ପିଟିଲା ବାଇକ 1 ମୃତ ଜଣେ ଗୁରୁତର

ସୂଚନା ଅନୁଯାୟୀ ନବରଙ୍ଗପୁର ଜିଲ୍ଲା ଉମରକୋଟ ବ୍ଲକ୍ ଅନ୍ତର୍ଗତ ୟୁ.ଭି-୫ ବୁର୍ଜା ନିକଟ ରାସ୍ତାରେ ବାଇକ ଯୋଗେ ଦୁଇ ଜଣ ବ୍ୟକ୍ତି ଯାଉଥିବା ସମୟରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲେ । ଘଟଣା ସ୍ଥଳରେ ବାଇକର ପଛରେ ବସିଥିବା ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବାବେଳେ ଚାଳକଙ୍କୁ ଗୁରୁତର ଅବସ୍ଥାରେ ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି । ମୃତକଙ୍କ ପରିଚୟ ମିଳି ନଥିବାବେଳେ ଘଟଣାର ଖବର ପାଇ ଉମରକୋଟ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ନବରଙ୍ଗପୁରରୁ ତପନ କୁମାର ବିଷୋୟୀ,ଇଟିଭି ଭାରତ

ABOUT THE AUTHOR

...view details