ନବରଙ୍ଗପୁର: ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ କୋରୋନା ରିପୋର୍ଟ ପଜିଟିଭ ଆସିଥିବା ସୂଚନା ମିଳିଛି। ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଠିକ୍ ଅଛି ଓ ସେ ହୋମ ଆଇସୋଲେସନରେ ଥିବା ନିଜେ ସୂଚନା ଦେଇଛନ୍ତି । ଏହାଛଡା ଗତ କିଛିଦିନ ଧରି ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନେ କୋଭିଡ ଟେଷ୍ଟ କରିବା ସହ କ୍ବାରେଣ୍ଟାଇନରେ ରହିବାକୁ ଅନୁରୋଧ କରିଛନ୍ତି।
ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କୁ କୋରୋନା - ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କୁ କୋରୋନା
ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ କୋରୋନା ରିପୋର୍ଟ ପଜିଟିଭ ଆସିଛି । ଅଧିକ ପଢନ୍ତୁ...

ନବରଙ୍ଗପୁର ସାଂସଦ ରମେଶ ଚନ୍ଦ୍ର ମାଝୀଙ୍କ କୋରୋନା ରିପୋର୍ଟ ପଜିଟିଭ ଆସିଛି
ନବରଙ୍ଗପୁରରୁ ତପନ କୁମାର ବିଷୋୟୀ, ଇଟିଭି ଭାରତ