ଓଡିଶା

odisha

By

Published : Jun 9, 2022, 10:25 PM IST

ETV Bharat / state

ଜାତିଆଣକୁ କେନ୍ଦ୍ର କରି ଗୋଷ୍ଠୀ ସଂଘର୍ଷ, 3 ଆହତ

ନୟାଗଡ଼ ସଦର ଥାନା ବେଗୁନିଆପାଟଣା ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଜାତିଆଣକୁ କେନ୍ଦ୍ର କରି ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିବା ଦେଖିବାକୁ ମିଳିଛି । ଏହି ସଂଘର୍ଷରେ ଗୋଟିଏ ଗୋଷ୍ଠୀର 3 ଜଣ ବ୍ୟକ୍ତି ଆହତ ହୋଇଛନ୍ତି । ଅଧିକ ପଢନ୍ତୁ

d
ଜାତିଆଣକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ, 3 ଆହତ

ନୟାଗଡ଼:ନୟାଗଡ଼ ସଦର ଥାନା ବେଗୁନିଆପାଟଣା ଗାଁରେ ଗୋଷ୍ଠୀ ସଂଘର୍ଷ ହୋଇଛି । ଜାତିଆଣକୁ କେନ୍ଦ୍ର କରି ଗାଁର ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିବା ଦେଖିବାକୁ ମିଳିଛି । ଏହି ସଂଘର୍ଷରେ ଗୋଟିଏ ଗୋଷ୍ଠୀର 3 ଜଣ ବ୍ୟକ୍ତି ଆହତ ହୋଇଛନ୍ତି । ତେବେ ସେମାନଙ୍କୁ ଚିକିତ୍ସା ପାଇଁ ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।

ଜାତିଆଣକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ, 3 ଆହତ

ଗାଁରେ ଉତ୍ତେଜନା ଲାଗି ରହିଥିବାରୁ ପୋଲିସ ଫୋର୍ସ ମୁତୟନ ରହିଛନ୍ତି । ଜାତିଆଣକୁ ନେଇ ତେଲି ଏବଂ ଗୌଡ଼ ସମ୍ପ୍ରଦାୟଙ୍କ ମଧ୍ୟରେ ସଂଘର୍ଷ ଘଟିଥିବା ସୂଚନା ମିଳିଛି । ଜାତିଆଣକୁ ନେଇ ଦୀର୍ଘ ଦିନ ହେଲା ଦୁଇ ଗୋଷ୍ଠୀ ମଧ୍ୟରେ ଛକାପଞ୍ଝା ଲାଗି ରହିଥିବା ବେଳେ ଆଜି ଏହା ଚରମ ରୂପ ନେଇଛି ।



ଇଟିଭି ଭାରତ, ନୟାଗଡ଼

ABOUT THE AUTHOR

...view details