ନୟାଗଡ଼: ନୟାଗଡ଼ ଜିଲ୍ଲାରେ କୋରୋନା ସ୍ଥିତି ଜଟିଳ ହେବାକୁ ବସିଛି । ଆଜି ଜିଲ୍ଲାରୁ 187 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଜିଲ୍ଲାରେ ମୋଟ 1213 ସକ୍ରିୟ ମାମଲା ରହିଥିବା ଜଣାପଡିଛି । ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି ।
ନୟାଗଡ଼ରେ ବଢୁଛି କୋରୋନା: ଜିଲ୍ଲା ପ୍ରଶାସନ ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେଉନଥିବା ଅଭିଯୋଗ - ନୟାଗଡ଼ କୋରୋନା
ନୟାଗଡ଼ରେ ବଢିଛି କୋରୋନା ସଂକ୍ରମଣ । ଆଜି ଜିଲ୍ଲାରୁ 187 ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କଟକଣା ଦିଗରେ ଜିଲ୍ଲାପାଳ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ କରାଯାଉନଥିବା ଅଭିଯୋଗ ହୋଇଛି । ଅଧିକ ପଢନ୍ତୁ...
ନୟାଗଡ଼ରେ ବଢୁଛି କୋରୋନା : ଜିଲ୍ଲା ପ୍ରଶାସନ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ନେଉନଥିବା ଅଭିଯୋଗ
ତେବେ କୋରୋନା ସଂକ୍ରମଣ ବୃଦ୍ଧି ପାଇବା ସତ୍ତ୍ବେ ଜିଲ୍ଲାରେ କୌଣସି ସଚେତନତା ଏବଂ କଟକଣା ଦିଗରେ ଜିଲ୍ଲା ପ୍ରଶାସନ ଦୃଷ୍ଟାନ୍ତ ମୂଳକ ପଦକ୍ଷେପ ଗ୍ରହଣ କରାଯାଉନଥିବା ଅଭିଯୋଗ ହୋଇଛି ।
ନୟାଗଡ଼ରୁ ଜୟେନ୍ଦ୍ର ବେହେରା, ଇଟିଭି ଭାରତ